ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ
ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍ ବାଶ୍ ଲିଗ୍ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍ରୁ ମଧ୍ୟ ବିଦାୟ ନେଇସାରିଛନ୍ତି । ୨୦୨୪ ଟି-୨୦ ବିଶ୍ୱକପ୍ ପରେ ଅନ୍ତର୍ଜାତୀୟ କ୍ରିକେଟ୍କୁ ଅଲବିଦା…

