୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ
ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦...
ସକାଳୁ ରାଜଧାନୀ ଭୁବନେଶ୍ୱରରେ ଭୂକମ୍ପ ଝଟ୍କା, ଥରିଲା ଏସବୁ ଅଞ୍ଚଳ
ଭୁବନେଶ୍ୱର,୩।୧୧: ରାଜଧାନୀରେ ଭୂମିକମ୍ପ। ରବିବାର ସକାଳେ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଖୁବ କମ ସମୟ ପାଇଁ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ଲୋକମାନଙ୍କୁ ସାମାନ୍ୟ ଝଟକା ଲାଗିଛି । ରାଜଧାନୀ ଭୁବନେଶ୍ବରରେ ସକାଳ ପ୍ରାୟ...
‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି...
ରାଜଧାନୀରେ ଡବଲ ମର୍ଡର
ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା...
କାଲି ଜାଳିଥିଲା, ଆଜି ବି ଜାଳୁଛି
ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ...
ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍, ୨ କୋଟିରୁ ଅଧିକ ଟଙ୍କା ଜବତ
ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍ ଲେନ୍ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ...
ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି
ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ ଭିକ୍ଷୁକମାନେ ବସୁ ନାହାନ୍ତି, ତଥାପି ଏବେ ବି ଅନେକ ସ୍ଥାନରେ ଭିକାରୀ ଭିକ୍ଷାବୃତ୍ତି...
ଟ୍ବିନ୍ ସିଟିକୁ ରେଡ୍ ଆଲର୍ଟ
ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା ମୁସ୍କିଲ ହୋଇଗଲାଣି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁ...
ଏଣିକି ଟ୍ରାଫିକ୍ ପୋଲିସ ପିନ୍ଧିବେ AC ହେଲ୍ମେଟ୍
ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍ମେଟ୍ ପିନ୍ଧିବେ। ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି...
ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର
ଭୁବନେଶ୍ୱର,୧୪ା୪: ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ପୁଣି ବଢ଼ିଛି। ରବିବାର ସାଢ଼େ ୧୧ଟା ସୁଦ୍ଧା ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଟପିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।...
ଆରମ୍ଭ ହେଲା ଧରପଗଡ଼: ଗାଡ଼ିରେ କଳାକାଚ ଲଗାଇଥିଲେ ଗଣିବେ ୫ହଜାର ଜରିମାନା, ଯିବେ ଜେଲ୍
ଭୁବନେଶ୍ୱର,୧୦।୪: ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଟଙ୍କା କାରବାର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗାଡ଼ିରୁ କଳାକାଚ ହଟାଇବା ଅଭିଯାନକୁ ବୁଧବାରଠାରୁ ଜୋରଦାର କରିଛି କମିଶନରେଟ ପୋଲିସ। ପ୍ରଥମ ଦିନରେ ୪୦ରୁ ଅଧିକ ଗାଡ଼ିରେ...
୩୬ ଡିଗ୍ରୀ ଟପିଲା ଭୁବନେଶ୍ୱର
ଭୁବନେଶ୍ୱର,୭ା୪: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟିପିଛି। ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୨ ଡିଗ୍ରୀ ରହିଛି। ଫଳରେ ଲୋକେ ତାତିରେ ଆଉଟୁପାଉଟୁ...
Archives
