Tag Archives: bbsr

ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୧୪ା୪: ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ପୁଣି ବଢ଼ିଛି। ରବିବାର ସାଢ଼େ ୧୧ଟା ସୁଦ୍ଧା ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଟପିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ସେହିପରି…

ଆରମ୍ଭ ହେଲା ଧରପଗଡ଼: ଗାଡ଼ିରେ କଳାକାଚ ଲଗାଇଥିଲେ ଗଣିବେ ୫ହଜାର ଜରିମାନା, ଯିବେ ଜେଲ୍‌

ଭୁବନେଶ୍ୱର,୧୦।୪: ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଟଙ୍କା କାରବାର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗାଡ଼ିରୁ କଳାକାଚ ହଟାଇବା ଅଭିଯାନକୁ ବୁଧବାରଠାରୁ ଜୋରଦାର କରିଛି କମିଶନରେଟ ପୋଲିସ। ପ୍ରଥମ ଦିନରେ ୪୦ରୁ ଅଧିକ ଗାଡ଼ିରେ ଲାଗିଥିବା…

୩୬ ଡିଗ୍ରୀ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୭ା୪: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟିପିଛି। ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୨ ଡିଗ୍ରୀ ରହିଛି। ଫଳରେ ଲୋକେ ତାତିରେ ଆଉଟୁପାଉଟୁ ହେଉଛନ୍ତି।…

ବ୍ୟାଗ୍‌ ଭିତରୁ ମିଳିଲା ନବଜାତ ଶିଶୁର ମୃତଦେହ, ସିସିଟିଭି ଫୁଟେଜ୍‌ ଅଣ୍ଡାଳୁଛି ପୋଲିସ

ଭୁବନେଶ୍ୱର,୯।୩ (ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପଛପଟ ପଡିଆରୁ ଶନିବାର ଏକ ନବଜାତ ଶିଶୁର ମୃତଦେହ ମିଳିଛି । ମୃତ ଶିଶୁ କାହାର ଓ କିଏ ଫିଙ୍ଗିଛି ତାହା ଏଯାବତ ଜଣାପଡିନାହିଁ। ଖବର ପାଇ ପୋଲିସ ମୃତଦେହ ଏକ ବ୍ୟାଗ…

ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୨: ବୁଧବାର ରାଜ୍ୟର ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ସେହିପରି କଟକରେ ଆଜି ଦିନର…

କୋହଲା ପାଗକୁ ହାଲୁକା ବର୍ଷା

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି। ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri