ବାଂଲାଦେଶୀ କ୍ରିକେଟର ତମିମ ଇକବାଲଙ୍କୁ ‘ଭାରତୀୟ ଏଜେଣ୍ଟ’ କହି ଫସିଗଲେ BCB ନିର୍ଦ୍ଦେଶକ! ନୂଆଦିଲ୍ଲୀ,୧୦।୧: ପୂର୍ବତନ ବାଂଲାଦେଶ ଅଧିନାୟକ ତାମିମ ଇକବାଲ ଭାରତ ଏବଂ ବାଂଲାଦେଶ ମଧ୍ୟରେ କ୍ରିକେଟ ସମ୍ପର୍କରେ ବର୍ତ୍ତମାନର ଉତ୍ତେଜନାର ସମାଧାନ ପାଇଁ ଆଲୋଚନା ପାଇଁ ଆହ୍ବାନ ଦେଇଥିଲେ, ଯାହା ଫଳରେ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ନିର୍ଦ୍ଦେଶକ ଏମ ନଜମୁଲ...