BCCIର ବଡ଼ ଘୋଷଣା, ଭାରତ ପ୍ରଥମ ଥର ପାଇଁ ଏହି ଦଳ ସହିତ ଖେଳିବ ODI ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପ୍ ସମୟରେ ଏକ ବଡ଼ ଘୋଷଣା କରିଛି । ୨୦୨୬ ଆଇପିଏଲ୍ ପରେ, ଭାରତୀୟ ଦଳ ଗୋଟିଏ ଟେଷ୍ଟ ଏବଂ ତିନି ମ୍ୟାଚ୍ ବିଶିଷ୍ଟ ଓ୍ବାନଡେ ସିରିଜ୍ ଖେଳିବ। ଏହି ମ୍ୟାଚ୍ଗୁଡ଼ିକ…