ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ ଅନୁସନ୍ଧାନ କରିବାକୁ କୁହାଯାଇଛି। ମ୍ୟାଚ୍ ଫିରେ ତୁରନ୍ତ ବୃଦ୍ଧି ସମ୍ଭବ ନୁହେଁ, ତେଣୁ...