ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ…. ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ ପଦାଧିକାରୀଙ୍କ ସହ ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀର, ଚିଫ୍ ସିଲେକ୍ଟର…