ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ, ୩୫ ବର୍ଷୀୟ ସାମି ପୁଣିଥରେ ଚୟନକର୍ତ୍ତାଙ୍କ ପ୍ରାଥମିକତା ତାଲିକାକୁ ଫେରିଛନ୍ତି।...