Tag Archives: BCCI

ଅନୁଷ୍କାଙ୍କ ଚିନ୍ତାରେ ଖେଳିପାରୁ ନାହାନ୍ତି ବିରାଟ, ବଡ଼ ବୟାନ ଦେଲେ ବରିଷ୍ଠ କ୍ରିକେଟର

ନୂଆଦିଲ୍ଲୀ,୨୪।୧: ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ବ୍ରାଡ ହଗ୍ କହିଛନ୍ତି ଯେ ବର୍ତମାନ ସମୟରେ ଷ୍ଟାର ଇଣ୍ଡିଆ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ଖରାପ ପ୍ରଦର୍ଶନ ପଡ଼ିଆରେ ଘଟୁଥିବା ଘଟଣା ଅପେକ୍ଷା “ବାହାରେ ଘଟୁଥିବା ଘଟଣା” ଯୋଗୁଁ ହୋଇପାରେ। ସେ ଏହା ମଧ୍ୟ କହିଛନ୍ତି…

ଷଡଯନ୍ତ୍ର କରି କ୍ୟାରିୟର ଶେଷ କରିଦେଲେ, ଟିମ୍ ମ୍ୟାନେଜମେଣ୍ଟ ଉପରେ ଲାଗିଲା ବଡ଼ ଅଭିଯୋଗ

କୋଲକାତା,୨୨।୧: ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳର ଚୟନକୁ ନେଇ ଚର୍ଚ୍ଚା ଜାରି ରହିଥିଲା ବେଳେ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ପ୍ରସଙ୍ଗ ଉଠାଇଛନ୍ତି ପୂର୍ବତନ ବାହାରତୀୟ କ୍ରିକେଟର ଆକାଶ ଚୋପ୍ରା। ସେ ଅଭିଯୋଗ ଲଗାଇଛନ୍ତି ଯେ, ବିସିସିଆଇ ଏବଂ ଟିମ୍…

ବିଜୟ ହଜାର ଟ୍ରଫି ନ ଖେଳି ଦୁବାଇରେ ସମୟ ବିତାଉଛନ୍ତି ଏହି ଷ୍ଟାର ଖେଳାଳି, ଚାମ୍ପିୟନ୍ସ ଟ୍ରଫି ଦଳରେ ମିଳିବନି ସ୍ଥାନ

ନୂଆଦିଲ୍ଲୀ, ୧୭।୧: ଭାରତୀୟ ଦଳର ଉଇକେଟ କିପର ସଞ୍ଜୁ ସାମସନ ବିଜୟ ହଜାର ଟ୍ରଫି ନ ଖେଳିବା ଚାମ୍ପିୟନ୍ସ ଟ୍ରଫି ଖେଳିବାରୁ ତାଙ୍କୁ ବଞ୍ଚିତ କରିପାରେ। ପୂର୍ବରୁ ବିସିସିଆଇ ଏହା ସ୍ପଷ୍ଟ କରିଛି ଯେ, ଜାତୀୟ ଟିମ୍ ସହିତ ଖେଳୁ ନ…

ଭାରତୀୟ ଦଳକୁ ମିଳିଲା ନୂଆ କୋଚ୍: ବିସିସିଆଇ ନେଲା ବଡ ନିଷ୍ପତ୍ତି, କଣ କରିବେ ଗମ୍ଭୀର…

ମୁମ୍ବାଇ,୧୬।୧: ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର କ୍ରିକେଟ୍ ଇନ୍ ଇଣ୍ଡିଆ (ବିସିସିଆଇ) ନ୍ୟୁଜିଲାଣ୍ଡ ବିପକ୍ଷରେ ଘରେ ଏବଂ ଅଷ୍ଟ୍ରେଲିଆରେ ବିପକ୍ଷ ବିପର୍ଯ୍ୟୟ ପ୍ରଦର୍ଶନ ପରେ ଭାରତ ପୁରୁଷ କ୍ରିକେଟ୍ ଦଳର ସପୋର୍ଟ ଷ୍ଟାଫ୍ଙ୍କୁ ପରିବର୍ତ୍ତନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ଟାଇମ୍ସ…

ବିଦ୍ରୋହ କରିଦେଲ ପୃଥ୍ୱୀ ଶ’, ଦଳରୁ ବାଦ ପଡିବା ପରେ ରାଗରେ ନିଆଁ…

ନୂଆଦିଲ୍ଲୀ,୧୭।୧୨: ଭାରତୀୟ ଦଳର ଷ୍ଟାର ଓପନର ପୃଥ୍ୱୀ ଶ’ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ମୁମ୍ବାଇ ଦଳରୁ ବାଦ ପଡ଼ିବା ପରେ ଏଥର ସେ କଡା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିସିସିଆଇର ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାର ଟ୍ରଫି ୨୧ ଡିସେମ୍ବରରୁ ୧୮…

ବିସିସିଆଇର ଅଭ୍ୟାସ ସେସନ୍‌କୁ ଆସିବେନି ଦର୍ଶକ

ଡିଲେଡ୍‌,୪ା୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଦଳର ଅଭ୍ୟାସ ସେସନ୍‌ରେ ଏଣିକି ଦର୍ଶକଙ୍କୁ ଦେଖିବାକୁ ମିଳିବ ନାହିଁ। କିଛି ଦର୍ଶକଙ୍କ ଖରାପ ବ୍ୟବହାର କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ବିସିସିଆଇ ଏହି ନିଷ୍ପତ୍ତି ନେଇଛି। ମଙ୍ଗଳବାରର…

ପାକିସ୍ତାନ ଦାବିକଲା ହାଇବ୍ରିଡ୍ ମଡେଲ: ଭାରତ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୪।୧୨: ଚାମ୍ପିୟନ୍ସ ଟ୍ରଫିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏବଂ ବିସିସିଆଇ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ହେବାର ସମ୍ଭାବନା ବାଟ ଫିଟୁନାହିଁ। ହାଇବ୍ରିଡ୍ ମଡେଲ ଗ୍ରହଣ କରିବାକୁ ପାକିସ୍ତାନ ରାଜି ହେବା ପରେ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ…

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାରତ…

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର) ଇସଲାମାବାଦରେ…

ସୂର୍ଯ୍ୟକୁମାରଙ୍କୁ ଡାଇରେକ୍ଟ ମେସେଜ ଦେଲେ ମହମ୍ମଦ ରିଜୱାନ…

ନୂଆଦିଲ୍ଲୀ,୧୩।୧୧: ଭାରତୀୟ କ୍ରିକେଟ ଟିମକୁ ପାକିସ୍ତାନ ପଠାଇବା ପାଇଁ ଭାରତ ସରକାର ମନା କରିଦେବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଏବେ ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ନିକଟରେ ବିସିସିଆଇ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି)କୁଜଣାଇଥିଲା…

ବିସିସିଆଇ ଟାର୍ଗେଟରେ ସିନିୟର: ୨ ଖେଳାଳିଙ୍କୁ ଦେଇପାରେ ଅବସର

ମୁମ୍ବାଇ,୩ା୧୧: ସିରିଜ୍‌ ହ୍ବାଇଟ୍‌ ଓ୍ବାଶ୍‌ ପରେ ବିସିସିଆଇର ନଜର କିଛି ସିନିୟର ଖେଳାଳିଙ୍କ ଉପରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଶେଷ ହେବା ପରେ ସିନିୟର ଖେଳାଳି ଦଳରୁ ବାହାର ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ବିସିସିଆଇ ରାଡାରରେ ବିରାଟ କୋହଲି,…

ଜୁନିୟର, ମହିଳା କ୍ରିକେଟରଙ୍କ ଲାଗି ବଡ଼ ଘୋଷଣା କଲେ ଜୟ ଶାହା

ନୂଆଦିଲ୍ଲୀ, ୨୬ା୮: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ଘରୋଇସ୍ତରରେ ସମସ୍ତ ମହିଳା ଓ ଜୁନିୟର କ୍ରିକେଟ ପ୍ରତିଯୋଗିତାର ପ୍ଲେୟର ଅଫ୍‌ ଦି ମ୍ୟାଚ ଓ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟଙ୍କ ଲାଗି ପୁରସ୍କାର ବ୍ୟବସ୍ଥା ଲାଗୁ କରିଛି। ବିସିସିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?