ଜାରି ହେଲା ଆଇସିସି ୱାନ୍ଡେ ରାଙ୍କିଂ, ପ୍ରଥମ ୫ ଜଣଙ୍କ ମଧ୍ୟରେ ୩ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ, ୨୧।୦୮: ଇଣ୍ଟରନାସନାଲ୍ କ୍ରିକେଟ୍ କାଉନ୍ସିଲ୍ ବା ଆଇସିସିର ଦିନିକିଆ ରାଙ୍କିଂରେ ଭାରତୀୟ କ୍ରିକେଟରଙ୍କ ଜଲ୍ୱା ପୁଣିଥରେ ଦେଖିବାକୁ ମିଳିଛି । କେବଳ ଭାରତୀୟ ଖେଳାଳି ନୁହଁନ୍ତି, ଗତ ସପ୍ତାହରେ କୌଣସି ମ୍ୟାଚ ଖେଳାଯାଇନଥିଲ। ଏହାପରେ ମଧ୍ୟ ଆଇସିସି ଏହାର ରାଙ୍କିଂ…
ସର୍ଫରାଜ ଖାନ୍ଙ୍କ ଅଧିନାୟକତ଼୍ବରେ ଖେଳିବେ ଶ୍ରେୟାସ ଆୟାର ଏବଂ ସୂର୍ଯ୍ୟକୁମାର
ନୂଆଦିଲ୍ଲୀ, ୧୪।୦୮: ଭାରତୀୟ କ୍ରିକେଟ୍ ଟିମ୍ ଆଗାମୀ ଗୋଟିଏ ମାସ ପର୍ଯ୍ୟନ୍ତ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବ ନାହିଁ । ଏହି କାରଣରୁ ଟିମ୍ର ସମସ୍ତ ବରିଷ୍ଠ ଖେଳାଳି ଘରୋଇ ମ୍ୟାଚ୍ ଖେଳିବେ । ରୋହିତ ଶର୍ମା ଏବଂ ବିରାଟ କୋହଲି…
ଆଜି ବିସିସିଆଇ କରିପାରେ ବଡ଼ ଘୋଷଣା, କାହାକୁ ମିଳିବ କ୍ୟାପ୍ଟେନ ଦାୟିତ଼୍ବ ?
ନୂଆଦିଲ୍ଲୀ, ୧୭ା୭: ଭାରତୀୟ କ୍ରିକେଟ୍ ଟିମ୍ ଚଳିତ ମାସର ଶେଷ ଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଟିମ୍ ଶ୍ରୀଲଙ୍କା ବିପକ୍ଷରେ ୩ଟି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଏବଂ ୩ ମ୍ୟାଚ୍ ବିଶିଷ୍ଟ…
ମିଳିଲା ସୂଚନା, ହାର୍ଦ୍ଦିକ୍ ପାଣ୍ଡ୍ୟା ହେବେ କ୍ୟାପ୍ଟେନ୍
ନୂଆଦିଲ୍ଲୀ, ୧୬।୦୭: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍ରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍ ହେବେ ବୋଲି ସୂଚନା ମିିଳିଛି । ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍ରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍ ହେବେ…
ଆଗାମୀ ୱାନ୍ଡେ ଖେଳିବେନି ହାର୍ଦ୍ଦିକ୍ ପାଣ୍ଡ୍ୟା, BCCIକୁ କହିଲେ କାରଣ
ନୂଆଦିଲ୍ଲୀ, ୧୬।୦୭: ବିଶ଼୍ବକପ୍ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଚଳିତ ମାସ ଶେଷଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାକୁ ପ୍ରସ୍ତୁତ ହେଉଛି । ଟିମ ଇଣ୍ଡିଆ ଏହି ଗସ୍ତରେ ଟି -୨୦ ଏବଂ ୱାନ୍ଡେ ସିରିଜ ଶ୍ରୀଲଙ୍କା ସହ ଖେଳିବ। ତେବେ…
ମ୍ୟାଚ୍ ସମୟରେ ଗୁଟ୍ଖା ବିଜ୍ଞାପନ ବନ୍ଦ କରିବାକୁ ବିସିସିଆଇକୁ କହିପାରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୫।୭: କ୍ରିକେଟ ମ୍ୟାଚ୍ ସମୟରେ ଗୁଟ୍ଖା ବିଜ୍ଞାପନ ବନ୍ଦ କରିବାକୁ ବିସିସିଆଇକୁ କହିପାରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। ବିଶେଷ କରି ପ୍ରଖ୍ୟାତ ଅଭିନେତା ଏବଂ କ୍ରିକେଟର ମାନଙ୍କୁ ନେଇ ଷ୍ଟାଡିୟମରେ ବା ଟିଭିରେ ଯେଉଁ ବିଜ୍ଞାପନ ମାନ ପ୍ରଦର୍ଶିତ ହେଉଛି। ନିକଟରେ…
ସାମିଙ୍କୁ ନେଇ ଗମ୍ଭୀରଙ୍କ କଣ ରହିଛି ପ୍ଲାନ୍, ଆଗକୁ…
ମୁମ଼୍ବାଇ, ୧୩।୦୭: ଭାରତୀୟ କ୍ରିକେଟ୍ ଟିମ୍ର ମୁଖ୍ୟ କୋଚ୍ ପଦରୁ ରାହୁଲ ଦ୍ରାବିଡ଼ ଅବସର ନେବା ପରେ ଏବେ ନୂଆ କୋଚ୍ ଭାବେ ଗୌତମ ଗମ୍ଭୀର କାର୍ଯ୍ୟ ଆରମ୍ଭ କରିଛନ୍ତି । ଗମ୍ଭୀରଙ୍କ ଆଗରେ ଏବେ ଅନେକ ଚ୍ୟାଲେଞ୍ଜ ରହିଛି ।…
ଏହି ଖେଳାଳିଙ୍କୁ ବୋଲିଂ କୋଚ୍ କରିବାକୁ ଚାହୁଁଛନ୍ତି ଗମ୍ଭୀର; ବିସିସିଆଇ ନେବ ଶେଷ ନିଷ୍ପତ୍ତି
ନୂଆଦିଲ୍ଲୀ,୧୨ା୭: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଦଳର କୋଚ୍ ନିଯୁକ୍ତ ହୋଇଥିଲା ବେଳେ ବୋଲିଂ କୋଚ୍ ଦୌଡ଼ରେ ଦକ୍ଷିଣ ଆଫ୍ରିକାର ପୂର୍ବତନ ବୋଲର ମର୍ଣ୍ଣି ମର୍କେଲଙ୍କ ନାଁ ସାମ୍ନାକୁ ଆସିଛି। ପୂର୍ବରୁ ତାଙ୍କର କୋଚିଂ ଅଭିଜ୍ଞତା ମଧ୍ୟ ରହିଛି। ଗତବର୍ଷ ଦିନିକିଆ…
ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍
ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବଂ ପେସ୍ ବୋଲର ଜସପ୍ରୀତ୍ ବୁମ୍ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍ଡେ ସିରିଜ୍ରୁ…
ବିସିସିଆଇ ସଚିବ କଲେ ବଡ଼ ଘୋଷଣା: ଏହି ୪ ଖେଳାଳିଙ୍କୁ ଦେଲେ ଟି-୨୦ ବିଶ୍ୱକପ୍ ଜିତିବାର ଶ୍ରେୟ
ନୂଆଦିଲ୍ଲୀ,୭ା୭: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍ ଜିତିଥିଲା। ଏଥିସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ, ଅଧିନାୟକ ରୋହିତ…
ଭାରତୀୟ ଦଳର କୋଚ୍ ହେବାକୁ ଆଗ୍ରହୀ ଗୌତମ ଗମ୍ଭୀର, କିନ୍ତୁ ରହିଛି ଗୋଟିଏ ସର୍ତ୍ତ
ମୁମ୍ବାଇ,୨୬।୫: ଭାରତୀୟ ପୁରୁଷ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକଙ୍କ ପାଇଁ ବହୁ ନାମୀଦାମୀ ପୂର୍ବତନ କ୍ରିକେଟରଙ୍କ ନାମ ସାମ୍ନାକୁ ଆସିଛି। ରାହୁଲ ଦ୍ରାବିଡଙ୍କ ସ୍ଥାନରେ ନିଯୁକ୍ତି ପାଇବାକୁ ବୋର୍ଡ ବିଜ୍ଞାପନ ବାହାର କରିଥିବା ବେଳେ ଭିଭିଏସ ଲକ୍ଷ୍ମଣ ଏବଂ ଗୌତମ…
ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !
ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ କ୍ରିକେଟ ଏକାଡେମୀ ମୁଖ୍ୟ ଭିଭି ଏସ୍ ଲକ୍ଷ୍ମଣ, ଗୌତମ ଗମ୍ଭୀର, ଜଷ୍ଟିନ୍ ଲାଙ୍ଗର, ରିକି…

