ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ
ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ ସୁପ୍ରିମକୋର୍ଟଙ୍କ ଉପରେ ସନ୍ତୋଷ ପ୍ରକାଶ କରିଛନ୍ତି। ସେ କୋର୍ଟକୁ ଧନ୍ୟବାଦ ଦେଇଛନ୍ତି, କିନ୍ତୁ…
ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା
ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହାକୁ ମିଶାଇ ଭାରତ ୬ଷ୍ଠ ଥରଲାଗି…
ପାକିସ୍ତାନ T20 ବିଶ୍ୱକପ ବର୍ଜନ ପରେ BCCI ନେଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପାକିସ୍ତାନର ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି। T20 ବିଶ୍ୱକପରେ ପାକିସ୍ତାନ ଭାରତ ବିପକ୍ଷରେ ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ ଖେଳିବାକୁ ମନା କରିଦେଇଛି। ICC ମଧ୍ୟ ଏହି ମାମଲାରେ ହସ୍ତକ୍ଷେପ କରିଛି…
ମୁସ୍ତାଫିଜୁର ରହମାନଙ୍କୁ ହଟାଇ ନାହିଁ BCCI! ତେବେ କାହା ଇସାରାରେ IPLରୁ ବିଦା ଦେଲେ ବାଂଲାଦେଶୀ ଖେଳାଳି? ଜାଣନ୍ତୁ…
ନୂଆଦିଲ୍ଲୀ,୬।୧: ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPL ରୁ ବାହାର କରିବାର ନିଷ୍ପତ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଦ୍ୱାରା ନିଆଯାଇ ନଥିଲା। ରିପୋର୍ଟ ଅନୁଯାୟୀ BCCI ଏବଂ IPL ଗଭର୍ଣ୍ଣିଂ କାଉନସିଲ ସଦସ୍ୟମାନଙ୍କ ସହିତ ମଧ୍ୟ ଆଲୋଚନା କରାଯାଇ…
ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ
ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି ନେଉଛି । T୨୦ ବିଶ୍ୱକପ୍ ମ୍ୟାଚ୍ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶ…
ବାଂଲାଦେଶର T20 ଓ୍ବାର୍ଲଡ କପ ମ୍ୟାଚ ସିପ୍ଟକୁ ନେଇ ବିସିସିଆଇର ଆସିଲା ଜବାବ
ନୂଆଦିଲ୍ଲୀ,୪।୧: ବାଂଲାଦେଶ କ୍ରିକେଟ ବୋର୍ଡ ଚାହୁଁଛି ଯେ ଏହାର T20 ବିଶ୍ୱକପ ୨୦୨୬ ମ୍ୟାଚ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରାଯାଉ। BCCI ଏହାର ଜବାବ ଦେଇଛି। ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାକୁ ଆଉ ଗୋଟିଏ ମାସ ବାକି ଥିବା ବେଳେ, ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ…
IPL 2026: BCCIର ବଡ଼ ନିର୍ଦ୍ଦେଶ, ଶାହାରୁଖଙ୍କ ଟିମରୁ ବାହାରିବେ ଏହି ଖେଳାଳି
ନୂଆଦିଲ୍ଲୀ,୩।୧: କୋଲକାତା ନାଇଟ ରାଇଡର୍ସ ଏବଂ IPL 2026 ରୁ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ବାହାର କରିବା ପାଇଁ ଦାବି ମଧ୍ୟରେ, BCCI ଏକ ବଡ଼ ନିଷ୍ପତ୍ତି ନେଇଛି। BCCI ସଚିବ ଦେବଜିତ ସାଇକିଆ କହିଛନ୍ତି ଯେ ବୋର୍ଡ…
IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…
ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି, ବର୍ତ୍ତମାନର…
ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…
ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ ୧୫ ଜଣିଆ ଦଳରେ ସାମିଲ କରାଯାଇ ନଥିଲା। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ…
କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…
ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା । ତାଙ୍କୁ କୋଚ ପଦରୁ ବିଦା କରାଯିବା ନେଇ ଖବର ସାମ୍ନାକୁ ଆସିଥିଲା…
ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ
ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ ଉଲ୍ଲେଖନୀୟ ବୃଦ୍ଧି କରିଛି। BCCI ନିରନ୍ତର ଖେଳାଳିଙ୍କ ରୋଜଗାର ବୃଦ୍ଧି କରିଛି, ଯାହା ଅନ୍ୟ…
‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର
ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ଜାତୀୟ ଦଳରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି। ଶଶି ଥରୁର ତାଙ୍କ…
Archives


