Tag Archives: BCCI

IPL 2026 କାର୍ଯ୍ୟସୂଚୀ ନେଇ ଆସିଲା ବଡ଼ ଅପଡେଟ, BCCI ଘୋଷଣା କରିପାରେ…

ନୂଆଦିଲ୍ଲୀ,୯।୩: IPL 2026 ସୂଚୀ ପାଇଁ ଅପେକ୍ଷା କରିଥିବା କ୍ରିକେଟ ପ୍ରେମୀମାନଙ୍କୁ ଆହୁରି ଟିକିଏ ଅପେକ୍ଷା କରିବାକୁ ପଡିବ। ପୂର୍ବରୁ, ସମ୍ପୂର୍ଣ୍ଣ IPL 2026 ସୂଚୀ ମାର୍ଚ୍ଚ ୮ରେ ଆସିବାର ଆଶା କରାଯାଉଥିଲା, କିନ୍ତୁ ଏହାକୁ ଏବେ ଗୋଟିଏ ଦିନ ପାଇଁ…

BCCI ଆଗରେ ଆଣ୍ଠେଇଲା ବାଂଲାଦେଶ! ICCକୁ ଆଖି ଦେଖାଇବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୧୨।୨: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ମୁଖ୍ୟ ଅମିନୁଲ ଇସଲାମ କହିଛନ୍ତି ଯେ ସେ ରବିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 ବିଶ୍ୱକପ ମ୍ୟାଚ ଦେଖିବା ପାଇଁ କଲମ୍ବୋରେ ରହିବେ ଏବଂ ସେ ଆଶା କରୁଛନ୍ତି ଯେ ଗତ କିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+) କ୍ୟାଟେଗରି(ବର୍ଗ)କୁ ବାଦ୍‌ ଦିଆଯାଇଛି। ଏବେ କେବଳ ତିନୋଟି କ୍ୟାଟେଗରି ରହିଛି – ଏ,…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି ହାଇ-ଭୋଲଟେଜ ମ୍ୟାଚ ସମ୍ପର୍କରେ ସ୍ଥିତି ଅସ୍ପଷ୍ଟ ରହିଛି। ପାକିସ୍ତାନର ମ୍ୟାଚ ନ ଖେଳିବାର…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ ସୁପ୍ରିମକୋର୍ଟଙ୍କ ଉପରେ ସନ୍ତୋଷ ପ୍ରକାଶ କରିଛନ୍ତି। ସେ କୋର୍ଟକୁ ଧନ୍ୟବାଦ ଦେଇଛନ୍ତି, କିନ୍ତୁ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହାକୁ ମିଶାଇ ଭାରତ ୬ଷ୍ଠ ଥରଲାଗି…

ପାକିସ୍ତାନ T20 ବିଶ୍ୱକପ ବର୍ଜନ ପରେ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପାକିସ୍ତାନର ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି। T20 ବିଶ୍ୱକପରେ ପାକିସ୍ତାନ ଭାରତ ବିପକ୍ଷରେ ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ ଖେଳିବାକୁ ମନା କରିଦେଇଛି। ICC ମଧ୍ୟ ଏହି ମାମଲାରେ ହସ୍ତକ୍ଷେପ କରିଛି…

ମୁସ୍ତାଫିଜୁର ରହମାନଙ୍କୁ ହଟାଇ ନାହିଁ BCCI! ତେବେ କାହା ଇସାରାରେ IPLରୁ ବିଦା ଦେଲେ ବାଂଲାଦେଶୀ ଖେଳାଳି? ଜାଣନ୍ତୁ…

ନୂଆଦିଲ୍ଲୀ,୬।୧: ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPL ରୁ ବାହାର କରିବାର ନିଷ୍ପତ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଦ୍ୱାରା ନିଆଯାଇ ନଥିଲା। ରିପୋର୍ଟ ଅନୁଯାୟୀ BCCI ଏବଂ IPL ଗଭର୍ଣ୍ଣିଂ କାଉନସିଲ ସଦସ୍ୟମାନଙ୍କ ସହିତ ମଧ୍ୟ ଆଲୋଚନା କରାଯାଇ…

ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି ନେଉଛି । T୨୦ ବିଶ୍ୱକପ୍ ମ୍ୟାଚ୍ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶ…

ବାଂଲାଦେଶର T20 ଓ୍ବାର୍ଲଡ କପ ମ୍ୟାଚ ସିପ୍ଟକୁ ନେଇ ବିସିସିଆଇର ଆସିଲା ଜବାବ

ନୂଆଦିଲ୍ଲୀ,୪।୧: ବାଂଲାଦେଶ କ୍ରିକେଟ ବୋର୍ଡ ଚାହୁଁଛି ଯେ ଏହାର T20 ବିଶ୍ୱକପ ୨୦୨୬ ମ୍ୟାଚ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରାଯାଉ। BCCI ଏହାର ଜବାବ ଦେଇଛି। ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାକୁ ଆଉ ଗୋଟିଏ ମାସ ବାକି ଥିବା ବେଳେ, ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ…

IPL 2026: BCCIର ବଡ଼ ନିର୍ଦ୍ଦେଶ, ଶାହାରୁଖଙ୍କ ଟିମରୁ ବାହାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୩।୧: କୋଲକାତା ନାଇଟ ରାଇଡର୍ସ ଏବଂ IPL 2026 ରୁ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ବାହାର କରିବା ପାଇଁ ଦାବି ମଧ୍ୟରେ, BCCI ଏକ ବଡ଼ ନିଷ୍ପତ୍ତି ନେଇଛି। BCCI ସଚିବ ଦେବଜିତ ସାଇକିଆ କହିଛନ୍ତି ଯେ ବୋର୍ଡ…

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି, ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?