Tag Archives: BCJD

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ ପହଞ୍ଚତ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଆଶୀର୍ବାଦ ନେଇଛନ୍ତି।…

ଭାଜପା ବିଧାୟକଙ୍କ ହୋମ୍‌ଟାଉନରେ ସବୁ ପୋଛି ନେଲା ବିଜୁ ଛାତ୍ର ଜନତା ଦଳ

ଭବାନୀପାଟଣା,୧୬ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ବିସିଜେଡି କ୍ଲିନ୍‌ସୁଇପ୍‌ କରିଛି। ଏଠାରେ ସଭାପତି, ସମ୍ପାଦକଙ୍କ ସମେତ ସମସ୍ତ ୬ଟି ପଦବୀରେ ବିସିଜେଡିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସଭାପତି ଭାବେ ଯୁଗେନ୍ଦ୍ର ବଣିଆ, ଉପସଭାପତି ମନୀଶ…

ଛାତ୍ର ସଂସଦ ନିର୍ବାଚନ: ଦଶପଲ୍ଲା, ଝାରସୁଗୁଡ଼ାରେ ବାଜିମାରିଲା BCJD

ଦଶପଲ୍ଲା,୧୫।୧୦: ନୟାଗଡ଼ ଜିଲା ଦଶପଲ୍ଲା ବୃନ୍ଦାବନ ସୁବୁଦ୍ଧି ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଫଳଫଳ ଘୋଷଣା ହୋଇଛି। ଏଥିରେ ବିଜୁ ଛାତ୍ର ଜନତା ଦଳ(BCJD) ବାଜିମାତ୍‌ କରିଛି। ସଭାପତି, ଉପସଭାପତି ଏବଂ ସାଧାରଣ ସମ୍ପାଦକ ପଦବୀରେ BCJD ପ୍ରାର୍ଥ ବିଜୟୀ…

ବଲାଙ୍ଗୀର ଜିଲା ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ଗିରଫ କଲା ପୋଲିସ

ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି। ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ବଲାଙ୍ଗୀର ଜିଲା ଛାତ୍ର ସଭାପତି ସୁମନ ନନ୍ଦଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନରେ କର୍ମଚାରୀଙ୍କ ହସ୍ତକ୍ଷେପ, ଅଭିଯୋଗ ଆଣି ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲା ବିଜୁ ଛାତ୍ର ଜନତା ଦଳ

ଛତ୍ରପୁର,୧୪ା୧୦(ଦିଲ୍ଲୀପ ସାମଲ): ଦିନକ ପରେ ଛାତ୍ର ସଂସଦ ନିର୍ବାଚନ। ଗଞ୍ଜାମ କଲେଜରେ ଏବିଭିପି ଓ ବିସିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଛି। ଏହି ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବା ବେଳେ ବିସିଜେଡି ପ୍ରାର୍ଥୀମାନେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। କଲେଜ କର୍ମଚାରୀମାନେ ଏବିଭିପି…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?