ଆଇସ୍କ୍ରିମ୍ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…
ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍କ୍ରିମ୍ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା ଚର୍ବିଯୁକ୍ତ ତେଲ ବା ପାମ୍ ଅଏଲ୍ ଏବଂ କେମିକାଲର ଏକ ମିଶ୍ରଣ। ବହୁ…


