ଗାଁ ମୁହାଁ ଭାଲୁ, ଲୋକେ ଆତଙ୍କିତ କୋରାପୁଟ,୨୪ା୧(ଅମିତାଭ ବେହେରା): କୋରାପୁଟର ବୋରିଗୁମ୍ମା ବ୍ଲକ ପୋଡ଼ାପଦର ଗାଁରେ ତିନୋଟି ଭାଲୁ ବେଫିକର ଚଲାବୁଲା କରିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ପୋଡ଼ାପଦର ମୁଖ୍ୟ ରାସ୍ତା ଉପରେ ନିର୍ଭୟରେ ୩ଟି ଭାଲୁ ବୁଲୁଛନ୍ତି। ଦିନରେ…