Bear: ମହୁ ଖାଇବାକୁ ଆସି ଗଛରେ ଚଢ଼ିଗଲା ଭାଲୁ, ବିଦ୍ୟୁତ୍ ସଂସ୍ପର୍ଶରେ ଆସିବାରୁ…
ନୀଳଗିରି,୧୭ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ମିତ୍ରପୁର ଅଯୋଧ୍ୟା ରାସ୍ତା ସିନ୍ଦୁରଗଉରା ପାଖରେ ମହୁ ଖାଇବା ଆଶାରେ ଯାଇ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ଘଟିଛି। ସୂଚନା ମୁତାବକ, ରବିବାର ରାତିରେ...
ଭାଲୁକୁ ଟ୍ରାଙ୍କୁଲାଇଜର କରିବାକୁ ଯାଇ ନିଜେ ଟ୍ରାଙ୍କୁଲାଇଜ ହୋଇଗଲେ ବନ କର୍ମଚାରୀ
ଢେଙ୍କାନାଳ,୧୦ା୯(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍ କଙ୍କଡ଼ାହାଡ଼ ସେକ୍ସନ କେରଜୋଳିଠାରେ ଉପଦ୍ରବ କରୁଥିବା ଏକ ଭାଲୁକୁ ମଙ୍ଗଳବାର ଅପରାହ୍ନରେ ଟ୍ରାଙ୍କୁଲାଇଜର କରାଯାଉଥିବା ବେଳେ ଟ୍ରାଙ୍କୁଲାଇଜର ଇଞ୍ଜେକ୍ସନ ବାଜି ବିରାଶାଳ ଫରେଷ୍ଟର ଦୀପକ ସାହୁ (୪୨) ଗୁରୁତର ହୋଇଛନ୍ତି।...
ଭାଲୁ ଆକ୍ରମଣରେ ୩ ଗୁରୁତର
କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲରେ ଶନିବାର ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି।...
ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍
କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍ରୁ ସହର ଭିତରେ...
Archives
