ଦିଗପହଣ୍ଡି,୨୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର କେ.ପଞ୍ଚାନନଙ୍କୁ ଗୁଣିଆ(ତନ୍ତ୍ର ସାଧକ) ସନ୍ଦେହରେ ଗ୍ରାମର ବି. ନରସିଂହ,ବି. ପାଣ,ବି.କାଳିଆ, ବି.ସାବିତ୍ରୀ ହାତଗୋଡ଼ ବାନ୍ଧି…