Tag Archives: beaten

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ ମାଡ଼ ଖାଇ ମେଡିକାଲ ଯାଇଛନ୍ତି ସ୍ତ୍ରୀ। ଅନ୍ୟପକ୍ଷରେ ସ୍ବାମୀଙ୍କୁ ସହଦେବଖୁଣ୍ଟା ଥାନା ପୋଲିସ…

ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ, ୨ ଜଣଙ୍କୁ ଉଠାଇନେଲା ପୋଲିସ

ପାଟଣା,୩୧ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ନାଏକ ସାହିର ଜଣେ ୨୮ବର୍ଷ ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ଭକ୍ତ ବନ୍ଧୁ ନାଏକଙ୍କ ପୁଅ ଗଙ୍ଗାଧର ନାଏକ। ଗଙ୍ଗାଧରଙ୍କ ମା’…

ଜଙ୍ଗଲରେ ଘର ନିର୍ମାଣକୁ ବାରଣ କରିବାରୁ ଫରେଷ୍ଟଗାର୍ଡଙ୍କୁ ମାଡ଼

ଝରିଗାଁ,୧୬ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ହାତିବାଡ଼ି ଗ୍ରାମର ଜଗନ୍ନାଥ ସାନ୍ତା ବେନିୟମ ଭାବେ ମାଟି ଓ ଇଟା ଦ୍ୱାରା ଘର ନିର୍ମାଣ କରୁଥିଲେ। କୌଣସି ପ୍ରକାରେ ଝରିଗାଁ ବନ ବିଭାଗ ଖବର ପାଇ ଝରିଗାଁ…

ଅବୈଧ ପ୍ରେମସମ୍ପର୍କକୁ ନେଇ ୨ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଞ୍ଚଳର ଏକ ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ପ୍ରେମ ସମ୍ପର୍କକୁ ନେଇ ଦୁଇ ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?