ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି… ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ ଲାଗି ସହରବାସୀ ଦୀର୍ଘ ବର୍ଷ ହେଲା…