୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ୫୨ ବର୍ଷ ବୟସରେ ମଧ୍ୟ ତାଙ୍କର ଚମକ ଏବଂ ସୌନ୍ଦର୍ଯ୍ୟ...