ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି… ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ ବଗିଚାଠାରେ ଥିବା ରୂପଶକ୍ତି ବିଉଟିପାର୍ଲର ବନ୍ଦଥିଲା । ପାର୍ଲର ମାଲିକ ନ ଥିବା…