ବସ୍ତାରେ ଗୋରୁର କଟାମୁଣ୍ଡ, ରାସ୍ତାରେ ପଡ଼ିଛି ଗୋ’ମାଂସ, କାର୍ଯ୍ୟାନୁଷ୍ଠାନ ଦାବିରେ… ବାଲେଶ୍ୱର,୨୦ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ କଷାଫଳ ମେରାଇନ ଥାନା ଅନ୍ତର୍ଗତ ଦୁବୁଲାଗଡ଼ି-ରଙ୍ଗାମାଟିଆ ରାସ୍ତାରେ ଗୋ’ମାଂସ ପକାଯିବାକୁ କେନ୍ଦ୍ର କରି ସୋମବାର ଉତ୍ତେଜନା ଦେଖାଦେଇଛି। ପ୍ରତିବାଦରେ ସ୍ଥାନୀୟଲୋକେ ଓ ବଜରଙ୍ଗ ଦଳର କର୍ମୀ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଉତ୍ତ୍ୟକ୍ତ…