beef seized

୨ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଗୋମାଂସ ଜବତ, ୩ ଅଭିଯୁକ୍ତ ଫେରାର

କୁଆଁରମୁଣ୍ଡା,୨୭।୭(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ ଜିଲ୍ଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଡୁମେରଜୋର ପଞ୍ଚାୟତ ତେତ୍ରାବାହାଲ ଗ୍ରାମର ଜଣଙ୍କ ଘର ପଛପଟେ ଶନିବାର ସକାଳେ ଏକ ବଳଦ କଟାଯିବା…

1 year ago