ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ… ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍ଟା ଓ ଗୋଜୋରେ ହେବ। ଉଦ୍ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର ୩୦ରୁ ନଭେମ୍ବର ୪ ପର୍ଯ୍ୟନ୍ତ ୬ଦିନ ଆକ୍ଶନରେ ଭରପୁର କ୍ରୀଡ଼ା କାର୍ଯ୍ୟକ୍ରମ ହେବ।…