ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ… ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର…