ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା ପ୍ରାଥମିକ ସ୍କୁଲରୁ ତାଲା ଖୋଲିଲା। ସୋମବାର ସମ୍ପୃକ୍ତ ସ୍କୁଲରେ ଜିଲାପାଳ ମଧୁମିତା ରଥ…