ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ଯାହାଫଳରେ ତାଙ୍କ ଚେହେରାର ଗଠନ ସମ୍ପୂର୍ଣ୍ଣ ବଦଳି ଯାଇଥିବା ଦେଖିବାକୁ ମିଳିଛି।…