ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ତଥା ଆଇଏଏସ୍ ସୌମ୍ୟରଞ୍ଜନ ପ୍ରଧାନ ଥୁଆମୂଳ ରାମପୁର ବ୍ଲକର ଦେର୍ଲାଠି…