Bengal assembly elections 2026

ଆଜି ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ

କୋଲକାତା,୨୯ା୪: ପଶ୍ଚିମବଙ୍ଗ ବିଧାନସଭାର ୧୪୨ ଆସନ ପାଇଁ ବୁଧବାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ହେବ। ଏହି ପର୍ଯ୍ୟାୟରେ ମୋଟ ୧,୪୪୮ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ…

4 hours ago