ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର...