ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ ମୋଇତ୍ରା, ‘ବଙ୍ଗାଳୀଙ୍କୁ ଧମକ ଦେଇ…’ ଭୁବନେଶ୍ୱର,୩।୧୨: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବୁଧବାର ଓଡ଼ିଶାର ନୟାଗଡ଼ ଜିଲା ପୋଲିସ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ନୟାଗଡ଼ ପୋଲିସ୍ ଚାରି ଜଣ ବଙ୍ଗାଳୀ ଭାଷାଭାଷୀ ମୁସଲିମ୍ ବ୍ୟବସାୟୀଙ୍କୁ ବଳପୂର୍ବକ...