ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ ଏବଂ ବୃତ୍ତିରେ ସେ ଜଣେ ଜିମ୍ ଟ୍ରେନର୍ ଥିଲେ। ସୂଚନା ଅନୁଯାୟୀ, କିରଣ…