ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’ ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି । ଏହା ପୂର୍ବରୁ ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଥିଲେ। ଇସ୍ରାଏଲୀ…