Tag Archives: beo

ରାଜ୍ୟରେ ଖାଲିପଡ଼ିଛି BEO ପଦବୀ

ଭୁବନେଶ୍ୱର,୧୯ା୯: ରାଜ୍ୟରେ ଖାଲିପଡ଼ିଛି ୧୦୫ (ଗୋଷ୍ଠୀ ଶିକ୍ଷା ଅଧିକାରୀ(BEO) ପଦବୀ। ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ଦେଇଛନ୍ତି। ମୟୂରଭଞ୍ଜରେ ସର୍ବାଧିକ ୯ଟି ପଦବୀ ଖାଲି ପଡ଼ିଛି। ରାଜ୍ୟର ବିଭିନ୍ନ ସ୍କୁଲ୍‌ରେ ଗୃହ ଭିତ୍ତିଭୂମିର ଆବଶ୍ୟକତା ରହିଛି।

ନିୟମିତ ବିଦ୍ୟାଳୟ ପରିଦର୍ଶନ କରୁଛନ୍ତି ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଶିକ୍ଷା ବିଭାଗର ବିଇଓ, ଏବିଇଓ, ବିଆରଟି, ସିଆରସିସିମାନେ ନିୟମିତ ପରିଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର କର୍ଲାମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବାଞ୍ଛାନିଧି ପଣ୍ଡା ରତନ ଭୋଇ…

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ ମାରିବା ସହ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରିବା ଘଟଣା ଧରିତ୍ରୀ ପୋର୍ଟାଲରେ ଖବର…

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri