ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ
କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖାନ ଅଭିଯୋଗକାରୀଙ୍କଠାରୁ ୧.୯୩ ଲକ୍ଷ ଟଙ୍କାର...


