ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ କୋହଲି, ସଚିନ ତେନ୍ଦୁଲକର ଏବଂ ରୋହିତ ଶର୍ମାଙ୍କୁ ପଛରେ ପକାଇ ଓ୍ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ…