ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର
ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ରାଜ୍ୟର ବନ୍ୟଜୀବ ବାସସ୍ଥାନଗୁଡ଼ିକୁ ସୁରକ୍ଷା ଦେବା, ବିପଦସଙ୍କୁଳ ପ୍ରଜାତିର ସଂରକ୍ଷଣ କରିବା ଏବଂ…


