ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି… ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିବା ଅଭିଯୋଗ…