ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି ସଭାପତି ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ। କଳାହାଣ୍ଡିକୁ ଭକ୍ତଙ୍କ ଗଡ଼…