ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍ରେ ଅଛନ୍ତି… କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଉଭୟରେ ବିଜୟୀ ହୋଇଛନ୍ତି। ସେ ଭବାନୀପୁରରେ ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀ…