ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ
ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ ହୋଇଥିବା ଜଣାଯାଇଛି। ଏହି ଘଟଣା ପରେ…
ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…
ପେଟ୍ରୋଲ ପକାଉ ଥିବାବେଳେ ହଠାତ୍ ଜଳିଗଲା ବାଇକ୍
ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର ପୂର୍ବାହ୍ନ ସାଢ଼େ ୧୨ଟାବେଳେ ଏକ ଦୋକାନରୁ ପେଟ୍ରୋଲ ପକାଉ ଥିବାବେଳେ ହଠାତ୍ ଗୋଟେ ବାଇକ ଜଳିଯାଇଛି। ଚୂଡ଼ାମଣି…
ରାଜ୍ୟରେ ଶୀତ ଲହରୀ: ଏହି ଜିଲାରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ
ଭୁବନେଶ୍ୱର,୯।୧: ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ…
ଡିପୋଜିଟ୍ ପାଇଁ ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…
ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୩ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…
ଛାଡି ପଳାଇଲେ ସ୍ତ୍ରୀ, ଶ୍ୱଶୁର ଘର ଉପରେ ବୋମାମାଡ଼ କଲେ ଜ୍ୱାଇଁ
ଭଦ୍ରକ,୨୩ା୧୧: ଭଦ୍ରକ ଜିଲା ବାଣ୍ଟ ଅଞ୍ଚଳର ଆପଣ୍ଡା ଗ୍ରାମର ଶ୍ରୀଧର ନାୟକ କରଣପଲ୍ଲୀ ପଞ୍ଚାୟତର ବିଜୟ ପାଟଣା ଗ୍ରାମର ରାମ ଚନ୍ଦ୍ର ମହାଳିକଙ୍କ ଝିଅ ମାମୁନିଙ୍କୁ ପ୍ରେମ ବିବାହ କରିଥିଲେ। କିଛିଦିନ ସୁରୁଖୁରୁରେ ଚଳିବା ପରେ ପାରିବାରିକ କଳହ ଯୋଗୁଁ ଉଭୟଙ୍କ…
ଗୋଚାଲାଣ ବେଳେ ଭୟଙ୍କର ଦୁର୍ଘଟଣା: ଜଳିଗଲେ ୧୨ ଗୋରୁ
ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଗେଲଟୁଆ ନିକଟରେ ଓଲଟି ପଡିଲା ବେଆଇନ ଗୋରୁ ବୋଝେଇ ପିକଅପ ଭ୍ୟାନ । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଥିବା ବେଳେ ଗାଡ଼ିରେ ନିଆଁ ଲାଗି ଜଳି ଯାଇଛି। ବୁଧବାର ବିଳମ୍ବିତ…
୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର
ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି । କାର୍ ମଧ୍ୟରେ ଥିବା ସମସ୍ତ ବେଲୁନ…
ଥାନାକୁ ଡାକି ନାବାଳକଙ୍କୁ ଥାର୍ଡ ଡିଗ୍ରୀ, ଶାର୍ଟ-ପ୍ୟାଣ୍ଟ ଖୋଲିବାକୁ ଧମକ; ନ୍ୟାୟ ପାଇଁ…
ତିହିଡ଼ି,୯।୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ଜଣେ ନାବାଳକଙ୍କୁ ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ମାଡ଼ ମାରିବା ପରେ ନାବାଳକ ପିନ୍ଧିଥିବା ଶାର୍ଟ ପ୍ୟାଣ୍ଟ ଖୋଲିବାକୁ ପୋଲିସ ଧମକ…
ଭିଜିଲାନ୍ସ ଜାଲରେ RI: ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ
ଭଦ୍ରକ,୨୪ା୯: ଧାମନଗର ତହସିଲ ଅଧୀନ ରାଧାବଲ୍ଲଭପୁର ସର୍କଲର ରେଭେନ୍ୟୁ ଇନ୍ସପେକ୍ଟର (RI) ନଗେନ୍ଦ୍ର କୁମାର ଦାସ ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଜମି ମ୍ୟୁଟେସନ ମାମଲାରେ ରିପୋର୍ଟ ଦେବା ପାଇଁ ଜଣେ ଅଭିଯୋଗକାରୀଙ୍କଠାରୁ ୭ ହଜାର…
୧୩ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ
ଭୁବନେଶ୍ୱର,୨୩।୯: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ବାମନବିନ୍ଧା ସର୍ଭିସ ସମବାୟ ସମିତିର ପୂର୍ବତନ ସମ୍ପାଦକ ସୁଦର୍ଶନ ଖଟୁଆଙ୍କୁ ୧୩ ଲକ୍ଷ ୩୨ ହଜାର ୨୬୦ ଟଙ୍କା ଆତ୍ମସାତ ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖଟୁଆ ବିଭିନ୍ନ…
ଏହି ଜିଲାରେ ବନ୍ୟା ସ୍ଥିତି: ୨ ଦିନ ପାଇଁ ସ୍କୁଲ, ଅଙ୍ଗନବାଡ଼ି ବନ୍ଦ
ଭଦ୍ରକ,୨୪।୮: ଲଗାଣ ବର୍ଷା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ଭଦ୍ରକ ଜିଲାର ଧାମନଗର ବ୍ଲକରେ ସୃଷ୍ଟି ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଧାମନଗରର ୪ଟି ପଞ୍ଚାୟତ—ସୋହଡ଼ା, ପଧାନୀ, ଅର୍ଜୁନପୁର…
Archives


