ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ… ବନ୍ତ,୧୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଥିବାରୁ ଏକ ବାଲି ବୋଝେଇ ହାଇୱା ରାସ୍ତା କଡ଼ରେ…