ଭଦ୍ରକ,୧୨।୮: ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ-୩ ପ୍ରଥମ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଏକ ଘରୋଇ ମେସ୍ର ବାଥ୍ରୁମରୁ ଉଦ୍ଧାର ହୋଇଛି।…