ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀର ଅନ୍ୟାୟ, ଅନୀତି ବିରୁଦ୍ଧରେ ଜିଲା ବିକାଶ ପରିଷଦ ସହଯୋଗରେ ବ୍ଲକ ବିଶକର୍ମା…

