Tag Archives: bhadrak news

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୁକୁଳା ଡ୍ରେନରେ ପଡି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ପୋଡ଼ି ମାରିବାକୁ ଉଦ୍ୟମ…

୪୫୦୦ ଗଛ କଟାଗଲା, କିନ୍ତୁ ଚଉଡ଼ା ହେଲାନି ରାସ୍ତା ! ଭଦ୍ରକ-ଆରଡ଼ି ସଡ଼କ ସମ୍ପ୍ରସାରଣକୁ ନେଇ ଉଠିଲା ପ୍ରଶ୍ନ

ତିହିଡ଼ି,୯।୬( କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡ଼ି ଛକରୁ ଆରଡ଼ି ପୀଠ ପର୍ଯ୍ୟନ୍ତ ପ୍ରାୟ ୩୬ କିଲୋମିଟର ଦୀର୍ଘ ରାସ୍ତା ଓଡ଼ିଶାର ଅନ୍ୟତମ ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠକୁ ସଂଯୋଗ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ସଡ଼କ। ପ୍ରତିଦିନ ହଜାର ହଜାର…

ଏହି ଜିଲାରେ କାଲିଠୁ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର, ପିଲାଙ୍କ ଘରକୁ ଶୁଖିଲା ଖାଦ୍ୟ….

ଭଦ୍ରକ,୨୦ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଗରମ ସାଙ୍ଗକୁ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାରେ ଅଙ୍ଗନବାଡ଼ି କେନ୍ଦ୍ର…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା ଦାବିରେ କରଞ୍ଜ ଆଡିଆର ଶତାଧିକ ଗ୍ରାମବାସୀ ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ…

ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ…

ବନ୍ତ,୧୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଥିବାରୁ ଏକ ବାଲି ବୋଝେଇ ହାଇୱା ରାସ୍ତା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ହାତାହାତି ଭଳି ପରିସ୍ଥିତି ଉପୁଜିଛି । ପ୍ରଥମେ ଯୁକ୍ତିତର୍କ ଏବଂ ପରେ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ ଜଳିଯାଇଛି । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ତେବେ ସୂଚନା…

ଝିମିଟି ଖେଳରୁ ମହାଭାରତ, ମେଳନ ଚାଲିଥିବା ବେଳେ ଯୁବକଙ୍କୁ ଭୁଜାଲିରେ ହତ୍ୟା

ଭଦ୍ରକ, ୯।୩(ସନାତନ ରାଉତ): ମେଳନ ଚାଲୁଥିବା ବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଭୁଜାଲିରେ ହାଣି ହତ୍ୟା କରାଯାଇଛି । ଭଦ୍ରକ ଟାଉନ ଥାନା ଚରମ୍ପା ଗୁଣ୍ଠୁଣିଆରେ ରବିବାର ରାତିରେ ଘଟିଛି ଏହି ହତ୍ୟାକାଣ୍ଡ ।ରବିବାର ରାତିରେ ସେଠାରେ ମେଳନ ଚାଲୁଥିବା…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ…

ଭଦ୍ରକରେ ଚାଞ୍ଚଲ୍ୟ… ୧୩ ବର୍ଷିଆ ନାବାଳିକାଙ୍କୁ ବଳାତ୍କାର କଲେ ବୃଦ୍ଧ ପଡ଼ୋଶୀ, ସ୍କୁଲରେ ଅଚେତ…

ଧୂଷୁରୀ,୧୫ା୧ ( ଦୀପ୍ତି ରଞ୍ଜନ ନାୟକ) : ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଆରଡି ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୧୩ ବର୍ଷିଆ ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଛନ୍ତି। ଏ ନେଇ ପୀଡ଼ିତାଙ୍କ ବଡ଼ ମା’…

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?