ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ ଭଦ୍ରକ,୪।୨: ରାଜ୍ୟରେ ପୋଲିସ ମଧ୍ୟ ଚୋରଙ୍କ କବଳରୁ ରକ୍ଷା ପାଇ ନାହାନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଭଦ୍ରକରେ ଜଣେ ମହିଳା ପୋଲିସ ଇନ୍ସପେକ୍ଟରଙ୍କ ବେକରୁ ଦୁଇ ଜଣ ଦୁର୍ବୁତ୍ତ ସୁନା ଚେନ୍ ଝାମ୍ପି ନେଇଛନ୍ତି। ସୂଚନା ଅନୁଯାୟୀ, ସମ୍ପୃକ୍ତ ମହିଳା ପୋଲିସ...