ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି… ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ ୪ ଜଣ କିନ୍ନରଙ୍କୁ ଭଦ୍ରକ ସହରାଞ୍ଚଳ ଥାନା ରେ ଜିମା ଦେଇଛନ୍ତି...