ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର ଗୋଷ୍ଠୀ…