ସାଙ୍ଗ ହୋଇ ଖେଳୁଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ
ବାସୁଦେବପୁର,୨୪।୪ (କାଳିପଦ ରାୟ): ପୋଖରୀରେ ବୁଡ଼ିଗଲେ ଦୁଇଭଉଣୀ। ଉଦ୍ଧାର କରାଯାଇ ମେଡିକାଲ ଅଣାଯାଇଥିଲେ ହେଁ ବଞ୍ଚାଯାଇପାରି ନ ଥିଲା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦମଳ ଦିହ ସାହିରେ ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି।...
କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…
ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ଉତ୍ତମ କୁମାର ଶଙ୍ଖୁଆ (୨୪) ଏବଂ ତାଙ୍କ...
ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…
ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ମନ୍ଦିର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତମାନେ ୧୦ ସୁନା ଚିତା, ୮ ରୂପା ଚିତା,...
ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା
ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି...
କ୍ଷମତା ଯିବା ପରେ କାମୁଛି ଦବଦବା: ପୌରାଧ୍ୟକ୍ଷାଙ୍କ ବ୍ୟାନରରେ ରହିଲାନି ନବୀନଙ୍କ ଫଟୋ
ଭଦ୍ରକ,୮।୪(ସନାତନ ରାଉତ): ୱକ୍ଫ ବିଲ୍ରେ ବିଜେଡିର ରାଜ୍ୟ ସଭା ସଦସ୍ୟଙ୍କ ଭୋଟିଂକୁ ନେଇ ସାରା ରାଜ୍ୟରେ ରାଜନୀତି ହଲ୍ଚଲ୍ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ରବିବାର ଶ୍ରୀରାମ ନବମୀ ନଗର ସଂକୀର୍ତ୍ତନ ଶୋଭାଯାତ୍ରା ପାଇଁ...
ରୋଲରକୁ ପିଟିଲା ବସ୍, ୧୫ ଯାତ୍ରୀ ଆହତ
ଭଦ୍ରକ,୨୨ା୧୧: ବାଇକ୍କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ରୋଲର୍କୁ ପିଟିଥିଲା। ଏଥିରେ ଥିବା...
ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି
ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା...
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍ପି ଏସ୍ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ
ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା...
ଭଦ୍ରକକୁ ମିଳିଲା ନୂଆ ଜିଲାପାଳ
ଭଦ୍ରକ,୮ା୮: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ...
ଠିକାଦାରଙ୍କ ଉପରେ ରହୁନି ଅଧିକାରୀଙ୍କ କର୍ତ୍ତୃତ୍ୱ
ବାସୁଦେବପୁର,୩।୭(ନାରାୟଣ ପ୍ରସାଦ ବାରିକ୍): ବାସୁଦେବପୁରରେ ଗତ କିଛିବର୍ଷ ଧରି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ଓ ଅଧିକାରୀଙ୍କ ସଂଖ୍ୟା କମି କମି ଯାଉଥିବା ବେଳେ ବିଭାଗ ଅଧୀନରେ ଆସୁଥିବା କାର୍ଯ୍ୟକୁ ତଦାରଖ କରାଯାଇପାରୁ ନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ...
ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍ଡିଜେଏମ୍ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର...
ଭଣ୍ଡାରିପୋଖରୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ; ପ୍ରାର୍ଥୀ ଘୋଷଣାରେ ବିଳମ୍ବ ପଛରେ ପକାଇଲା
ଭଦ୍ରକ,୧୦ା୬(ସନାତନ ରାଉତ): ଭଦ୍ରକ ଜିଲାର ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ହୋଇଛି। ସାରା ଓଡ଼ିଶାରେ ପରିବର୍ତ୍ତନ ହୋଇଥିବା ବେଳେ ଭଣ୍ଡାରିପୋଖରୀରେ ଭାଜପା ତୃତୀୟ ସ୍ଥାନକୁ ଖସିବା ସହ ୨୦୧୯ ନିର୍ବାଚନ ଅପେକ୍ଷା କମ୍ ଭୋଟ ପାଇଛି। ଏହି ନିର୍ବାଚନମଣ୍ଡଳୀ...
Archives


