Tag Archives: bhadrak

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର…

କ୍ଷମତା ଯିବା ପରେ କାମୁଛି ଦବଦବା: ପୌରାଧ୍ୟକ୍ଷାଙ୍କ ବ୍ୟାନରରେ ରହିଲାନି ନବୀନଙ୍କ ଫଟୋ

ଭଦ୍ରକ,୮।୪(ସନାତନ ରାଉତ): ୱକ୍‌ଫ ବିଲ୍‌ରେ ବିଜେଡିର ରାଜ୍ୟ ସଭା ସଦସ୍ୟଙ୍କ ଭୋଟିଂକୁ ନେଇ ସାରା ରାଜ୍ୟରେ ରାଜନୀତି ହଲ୍‌ଚଲ୍‌ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ରବିବାର ଶ୍ରୀରାମ ନବମୀ ନଗର ସଂକୀର୍ତ୍ତନ ଶୋଭାଯାତ୍ରା ପାଇଁ ବିଭିନ୍ନ…

ରୋଲରକୁ ପିଟିଲା ବସ୍‌, ୧୫ ଯାତ୍ରୀ ଆହତ

ଭଦ୍ରକ,୨୨ା୧୧: ବାଇକ୍‌କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍‌। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ରୋଲର୍‌କୁ ପିଟିଥିଲା। ଏଥିରେ ଥିବା ୧୫…

ଭଦ୍ରକକୁ ମିଳିଲା ନୂଆ ଜିଲାପାଳ

ଭଦ୍ରକ,୮ା୮: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ…

ଠିକାଦାରଙ୍କ ଉପରେ ରହୁନି ଅଧିକାରୀଙ୍କ କର୍ତ୍ତୃତ୍ୱ

ବାସୁଦେବପୁର,୩।୭(ନାରାୟଣ ପ୍ରସାଦ ବାରିକ୍‌): ବାସୁଦେବପୁରରେ ଗତ କିଛିବର୍ଷ ଧରି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ଓ ଅଧିକାରୀଙ୍କ ସଂଖ୍ୟା କମି କମି ଯାଉଥିବା ବେଳେ ବିଭାଗ ଅଧୀନରେ ଆସୁଥିବା କାର୍ଯ୍ୟକୁ ତଦାରଖ କରାଯାଇପାରୁ ନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି…

ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର ହରିରାମ…

ଭଣ୍ଡାରିପୋଖରୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ; ପ୍ରାର୍ଥୀ ଘୋଷଣାରେ ବିଳମ୍ବ ପଛରେ ପକାଇଲା

ଭଦ୍ରକ,୧୦ା୬(ସନାତନ ରାଉତ): ଭଦ୍ରକ ଜିଲାର ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ହୋଇଛି। ସାରା ଓଡ଼ିଶାରେ ପରିବର୍ତ୍ତନ ହୋଇଥିବା ବେଳେ ଭଣ୍ଡାରିପୋଖରୀରେ ଭାଜପା ତୃତୀୟ ସ୍ଥାନକୁ ଖସିବା ସହ ୨୦୧୯ ନିର୍ବାଚନ ଅପେକ୍ଷା କମ୍‌ ଭୋଟ ପାଇଛି। ଏହି ନିର୍ବାଚନମଣ୍ଡଳୀ…

ମଧ୍ୟାହ୍ନ ସୁଦ୍ଧା ଭଦ୍ରକରେ ୪୦ ପ୍ରତିଶତ ମତଦାନ

ଭଦ୍ରକ,୧ା୬(ସନାତନ ରାଉତ): ଶନିବାର ଭଦ୍ରକ ଜିଲାର ଲୋକ ସଭା ଓ ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ଚାଲିଛି। ମଧ୍ୟାହ୍ନ ୧୨ ଟା ୩୦ ସୁଦ୍ଧା ୪୦ ପ୍ରତିଶତ ମତଦାନ ସରିଥିବା ଜଣାପଡ଼ିଛି। କେତେକ ସ୍ଥାନରେ ଇଭିଏମ୍‌ ତ୍ରୁଟି ଯୋଗୁ…

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?